ଭୁବନେଶ୍ୱର : ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଶୋକ । ଶୋକ ପ୍ରକାଶ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଶୋକ ପ୍ରକାଶ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଶୋକ । ପୂର୍ବତନ ମନ୍ତ୍ରୀ ସମୀର ଦାଶଙ୍କ ଶୋକ ।
ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତିମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିଛନ୍ତି । ଏହାସହ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ଦିଲ୍ଲୀ ସ୍ଥିତ ବାସଭବନରେ ପହଞ୍ଚି ଗଭୀର ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୋଦି । ଏହାସହ ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି ।
ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







