The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦେଶରେ ବଢୁଛି କୋଭିଡ ମାମଲା, ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

Facebook
Twitter
LinkedIn

ନୂଆଦିଲ୍ଲୀ : ଦେଶରେ ହଜାରେ ଟପିଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳ ୮ଟା ସୁଦ୍ଧା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ ଟପିଲା । ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା । ତ ସପ୍ତାହରେ ଦେଶରେ ୭୫୦ଟି ନୂତନ ସଂକ୍ରମଣ ଚିହ୍ନଟ ହୋଇଛି, ଯେଉଁଥିରେ କେରଳରେ ୪୦୦ ଏବଂ ଦିଲ୍ଲୀରେ ୧୦୦ରୁ ଅଧିକ ମାମଲା ରିପୋର୍ଟ ହୋଇଛି । କେରଳ, ତାମିଲନାଡୁ, ଦିଲ୍ଲୀ, ତେଲଙ୍ଗାନା, ମହାରାଷ୍ଟ୍ରରେ ମାମଲା ବଢିବାରେ ଲାଗିଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଦ୍ୟତମ ରିପୋର୍ଟ ଅନୁଯାୟୀ, କେରଳରେ ସଂକ୍ରମଣ ସଂଖ୍ୟା ସର୍ବାଧିକ ରହିଛି, ଯେଉଁଠାରେ ୪୦୦ ନୂତନ ମାମଲା ସହିତ ରାଜ୍ୟରେ ସକ୍ରିୟ ମାମଲାର ସଂଖ୍ୟା ୨୭୩କୁ ପହଞ୍ଚିଛି । ଦିଲ୍ଲୀରେ ୧୦୦ରୁ ଅଧିକ ମାମଲା ରିପୋର୍ଟ ହୋଇଥିବା ବେଳେ ସକ୍ରିୟ ମାମଲାର ସଂଖ୍ୟା ୨୩ ରହିଛି । ଏହା ବ୍ୟତୀତ ମହାରାଷ୍ଟ୍ର (୫୬), ତାମିଲନାଡୁ (୬୬) ଏବଂ କର୍ଣ୍ଣାଟକ (୩୬), ପଶ୍ଚିମବଙ୍ଗ (୧୨),ରାଜସ୍ଥାନ (୧୩), ପଡୁଚେରୀ(୯), ଆନ୍ଧ୍ରପ୍ରଦେଶ (୪), ମଧ୍ୟପ୍ରଦେଶ(୨) ସହିତ ଅନ୍ୟ ରାଜ୍ୟରେ ମଧ୍ୟ ନୂତନ ମାମଲା ବୃଦ୍ଧି ଦେଖାଦେଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login