The Ultimate Managed Hosting Platform
ADVERTISEMENT

ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ରେ ବଡ ଓଷା

Facebook
Twitter
LinkedIn

କଟକ : ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ ସୋମବାର ବଡଓଷା ପାଳନ ହେବ । ନଭେମ୍ବର ୪ ମଙ୍ଗଳବାର ସକାଳୁ ଗଜଭୋଗ ବିତରଣ କରାଯିବ । ନଭେମ୍ବର ୫ରେ ଡଙ୍ଗା ଭସା ସହିତ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯିବ । ଅକ୍ଟୋବର ୮ରୁ ନଭେମ୍ବର ୫ ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ । ନଭେମ୍ବର ୧ରୁ ୫ ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯିବ । ବାବା ଧବଳେଶ୍ୱରଙ୍କ ପୀଠରେ ପ୍ରସ୍ତୁତି ବୈଠକରେ ହେଲା ନିଷ୍ପତ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login