The Ultimate Managed Hosting Platform
ADVERTISEMENT

ନକ୍ସଲଙ୍କ ବନ୍ଧୁକ କାରଖାନା ଠାବ

Facebook
Twitter
LinkedIn

ମାଲକାନଗିରି : ନକ୍ସଲଙ୍କ ବନ୍ଧୁକ କାରଖାନା ଠାବ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାରେ ଠାବ ହୋଇଛି । ସିଆରପିଏଫ କୋବ୍ରା ଯବାନ ଓ ଡିଆରଜି ଯବାନଙ୍କ କମ୍ବିଂ ବେଳେ ବନ୍ଧୁକ ଓ ବିସ୍ଫୋରକ ତିଆରି କାରଖାନା ଠାବ । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ମାଓବାଦୀ ବଡ଼ ଯୋଜନା କରୁଥିଲେ । ପଞ୍ଚାୟତ ନିର୍ବାଚନକୁ ଭଣ୍ଡୁର ପାଇଁ ବଡ଼ ହିଂସାକାଣ୍ଡ ଘଟାଇବା ମଧ୍ୟ ସେମାନଙ୍କ ଯୋଜନା ଥିଲା । ତେବେ ଲାଲବାହିନୀ ଯୋଜନାକୁ ପଣ୍ଡ କରିଛନ୍ତି ସୁରକ୍ଷାବାହିନୀ । ଜଙ୍ଗଲ ମଧ୍ୟରେ ମାଓବାଦୀଙ୍କ ଗତିବିଧି ନେଇ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି । ସୂଚନା ଯୋଗ୍ୟ ଯେ ଜାନୁୟାରୀ ୨୩ରେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜଙ୍ଗଲରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login