The Ultimate Managed Hosting Platform
ADVERTISEMENT

ନବ ଦାସ ହତ୍ୟା ଘଟଣା , ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କଲେ ନବଙ୍କ ପତ୍ନୀ

Facebook
Twitter
LinkedIn

ଭୁବନେଶ୍ୱର : ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ । ଇ-ମେଲରେ ସାକ୍ଷାତକାରର ସମୟ ମାଗିଲେ ନବ ଦାସଙ୍କ ପତ୍ନୀ । ଇ-ମେଲ ସହ ପୋଷ୍ଟାଲରେ ଚିଠି କରି ସମୟ ମାଗିଲେ । ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା ଜଣାପଡିଛି । ଗତ ୧୧ ତାରିଖରେ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଥିବା ଖବର ମିଳିଛି । ସିବିଆଇ ତଦନ୍ତ ପାଇଁ ଲିଖିତ ଦାବି କରିବାକୁ କହିଥିଲେ ଆଇନମନ୍ତ୍ରୀ। ନବ ଦାସଙ୍କୁ ୨୦୨୩ ଜାନୁଆରୀ ୨୯ରେ ହତ୍ୟା କରାଯାଇଥିଲା। ବ୍ରଜରାଜନଗରର ଗାନ୍ଧୀ ଛକଠାରେ ପୋଲିସ ଏଏସ୍ ଆଇ ଗୋପାଳ ଦାସ ୪ ରାଉଣ୍ଡ ଗୁଳି ଚାଳନାକରି ଏହି ହତ୍ୟାକାଣ୍ଡ ଘଟାଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login