The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନବ ହତ୍ୟା : ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ଟିମ

Facebook
Twitter
LinkedIn

ଝାରସୁଗୁଡା : ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ଖୋଳତାଡ । ଝାରସୁଗୁଡାରେ କ୍ରାଇମବ୍ରାଞ୍ଚଟିମର ଖୋଳତାଡ । ରାଜପୁର ପଞ୍ଚାୟତ ସରପଞ୍ଚଙ୍କ ସ୍ୱାମୀଙ୍କ ବୟାନ ରେକର୍ଡ । ରାଜପୁରର ଆଉ ଜଣେ ବ୍ୟକ୍ତି ପ୍ରବୀଣ ଦେଓଙ୍କ ମଧ୍ୟ ବୟାନ ରେକର୍ଡ । କାହିଁକି ଓ କେଉଁ ପରିସ୍ଥିତିରେ ନବ ଦାସ୍ ହତ୍ୟାକାଣ୍ଡର କିଛି ସମୟ ପୂର୍ବରୁ ଅଭିଯୁକ୍ତ ଗୋପାଳ ଦାସ ଶ୍ରୀ ଦେଓଙ୍କୁ ଫୋନ୍ କରିଥିଲା ସେନେଇ ଜାଣିବାକୁ ଚେଷ୍ଟା କରିଛି କ୍ରାଇମବ୍ରାଞ୍ଚ। ଏହି ତଦନ୍ତ ପର୍ୟ୍ୟାୟରେ କ୍ରାଇମବ୍ରାଞ୍ଚ ଆଉ କାହାକୁ ଜେରା କରିବ ସେନେଇ ଏବେ ସୁଦ୍ଧା ସ୍ପଷ୍ଟ ହୋଇପାରିନି। ଜପୁର ପଞ୍ଚାୟତ ସରପଞ୍ଚ ସରସ୍ଵତୀ ନାୟକଙ୍କ ସ୍ବାମୀ ଗଣେଶ ବାଗ ଓ ଗୋପାଳଙ୍କ ମୋବାଇଲରୁ ଶେଷ କଲ୍ ଯାଇଥିବା ରାଜପୁରର ପ୍ରବୀଣ ଦେଓଙ୍କ ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login