ପୁରୀ : ଏ ପର୍ଯ୍ୟନ୍ତ ସଅଳ ଚାଲିଛି ସମସ୍ତ ନୀତିକାନ୍ତି । ନିର୍ଦ୍ଧାରିତ ସମୟର ୪ ଘଣ୍ଟା ।ଗରୁ ବାହୁଡା ପହଣ୍ଡି ଆରମ୍ଭ । ବାଜୁଛି ବିଜେ କାହାଳୀ , ଚାଲିଛି ପହଣ୍ଡି ବିଜେ । ଧାଡି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଦର୍ପଦଳନରେ ବିରାଜମାନ କରିସାରିଛନ୍ତି ଚକ୍ରଧାରୀ ଶ୍ରୀସୁଦର୍ଶନ । ତାଳଧ୍ୱଜରେ ରଥାରୁଢ ହେଲେ ଶ୍ରୀବଳଭଦ୍ର । ଦର୍ପଦଳନରେ ରଥାରୁଢ ହେଲେ ଦେବୀ ସୁଭଦ୍ରା ।
ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାକୁ ସଫଳ କରିବାକୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହାସହ ବାହୁଡାଯାତ୍ରା ଲାଗି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡା ପହଣ୍ଡି ହୋଇ ଗୋଟାଏରୁ ୨ଟା ୩୦ ମଧ୍ୟରେ ବେଶଶେଷ ନୀତି କରାଯିବ । ଏହାପରେ ଅପରାହ୍ନ ୨ଟା୩୦ରୁ ୩ଟା୩୦ରେ ଛେରାପହଁରା କରାଯିବ। ଅପରାହ୍ନ ୪ଟାରେ ହେବ ରଥଟଣା ଆରମ୍ଭ ହେବ ବୋଲି ସୂଚନା ରହିଛି। ବାହୁଡାଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ସହ ହଜାରେ ପୁଲିସ ଅଧିକାରୀ ମୁତୟନ ରହିବେ ।
ନବଦିନାତ୍ମକ ଯାତ୍ରା ସାରି ବାହୁଡୁଛନ୍ତି ମହାପ୍ରଭୁ

Facebook
Twitter
LinkedIn
Facebook
Twitter
LinkedIn
Recent News
ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯
ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା
ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ
ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା
ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...