ଝାରସୁଗୁଡା : ଝାରସୁଗୁଡା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦୀପାଳି । ଉପଜିଲ୍ଲାପାଳଙ୍କ ଅଫିସ ଆସି ପ୍ରାର୍ଥିପତ୍ର ଦାଖଲ କଲେ । ନାମାଙ୍କନ ଦାଖଲ ପୂର୍ବରୁ ମା ପାଟଣେଶ୍ବରୀ, ଶ୍ରୀଗଣେଶ ଓ ମହାଦେବଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ମୁଖ୍ୟମନ୍ତ୍ରୀଙ୍କୁ ଗୌରବାନ୍ବିତ କରିବାକୁ ଯେଉଁ ପ୍ରତିଶ୍ରୁତି ଦେଇଛି, ସେଥିପାଇଁ ମାଆଙ୍କୁ ସାହସ ମାଗିଛନ୍ତି ଦୀପାଳି । ଏହାସହ ବାପାଙ୍କ ନାଁ ରଖିବାକୁ ଶକ୍ତି ଓ ସଦବୁଦ୍ଧି ମାଗିଛନ୍ତି ଦୀପାଳି ।
ମନମୋହନ ସ୍କୁଲରୁ ବିରାଟ ଶୋଭାଯାତ୍ରାରେ ବାହାରି ସହର ଦେଇ ଉପଜିଲ୍ଲାପାଳ କାର୍ୟ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିବେ । ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପର୍ୟ୍ୟବେକ୍ଷକ ପ୍ରସନ୍ନ ଆଚାର୍ୟ୍ୟ, ଦେବୀ ପ୍ରସାଦ ମିଶ୍ର ଓ ଶାରଦା ପ୍ରସାଦ ନାୟକ ସାମିଲ ହୋଇଛନ୍ତି । ବାପାଙ୍କ ପରି ଝାରସୁଗୁଡ଼ାବାସୀଙ୍କ ପାଇଁ କିଛି କରିବାର ଆଶା ରଖିଥିବା ସେ କହିଛନ୍ତି । ସ୍ବର୍ଗତ ନବକିଶୋର ଦାସ ଚାହୁଁଥିଲେ ଦୀପାଳି ରାଜନୀତିକୁ ଆସନ୍ତୁ ବୋଲି । ଦୀପାଳିଙ୍କ ଜୀବନର ବଡ଼ ଦିନ ଆରମ୍ଭ ହେଉଥିବା ବେଳେ, ବାପା ନାହାନ୍ତି ବୋଲି କହି ଭାବବିହ୍ବଳ ହୋଇପଡ଼ିଥିଲେ । ହେଲେ ସେ ଭାଙ୍ଗିଯିବେନି ବରଂ ଆହୁରି ଶକ୍ତିଶାଳୀ ହେବେ । ବିକାଶର ପ୍ରସଙ୍ଗ ନେଇ ଲୋକଙ୍କ ପାଖକୁ ଯିବି । ମହିଳାଙ୍କ ବିକାଶକୁ ଆଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ କାମ କରିବି ବୋଲି କହିଛନ୍ତି ଦୀପାଳି ।
ନାମାଙ୍କନ ଭରିଲେ ଦୀପାଳି
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







