The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନିଆଁର ଆଁ ଭିତରେ ତେଲକୋଇ ବନାଞ୍ଚଳ, ସଙ୍କଟରେ ବନ୍ୟଜନ୍ତୁ

Facebook
Twitter
LinkedIn

ତେଲକୋଇ : ନିଆଁର ଆଁ ଭିତରେ ତେଲକୋଇ ବନାଞ୍ଚଳ। ମାର୍ଚ୍ଚ ମାସ ଆରମ୍ଭରୁ ଜଳୁଛି ତେଲକୋଇ ଜଙ୍ଗଲ ଏବେ ସଙ୍କଟରେ ବନ୍ୟଜନ୍ତୁ । ତେବେ ତେଲକୋଇ ରେଞ୍ଜ ଅଧିନ କରଦାଙ୍ଗି ପଞ୍ଚାୟତ ଶ୍ରୀଧରପୁର ଗାଁ ନିକଟ ମାଙ୍କଡଚୁଆ ସଂରକ୍ଷିତ ଜଙ୍ଗଲରେ ଲାଗିଛି ନିଆଁ । ହୁତୁ ହୁତୁ ହୋଇ ଜଳୁଛି ଏକର ଏକର ଜଙ୍ଗଲ । ଜଙ୍ଗଲ ନିଆଁରେ ମୂଲ୍ୟବାନ ଗଛଲତା ଜଳିଯିବା ସହ ଔଷଧିୟ ଗୁଳ୍ମ ମଧ୍ୟ ନଷ୍ଟ ହୋଇଗଲାଣି । ତେବେ ସେପଟେ ବନ୍ୟଜନ୍ତୁ ମଧ୍ୟ ସଂଙ୍କଟରେ । ଜଙ୍ଗଲ ମଧ୍ୟରେ ଥିବା ବାରାହା୍, କୁଟୁରା ସମ୍ବର, ହରିଣ ଆଦି ବନ୍ୟଜନ୍ତୁ ବାସସ୍ଥାନ ହରାଇ ଗାଁ ମୁହାଁ ହୋଇ ଶିକାରୀ କୁକୁରଙ୍କ ହାବୁଡରେ ପଡୁଛନ୍ତି । ନହେଲେ ଭୟରେ ଗାଁ ଭିତରେ ଥିବା କୁଅରେ ପଡି ମୃତ୍ୟୁ ବରଣ କରୁଛନ୍ତି ।

ଜଙ୍ଗଲ ନିଆଁକୁ ଆୟତ୍ତ କରିବା ପାଇଁ ବନବିଭାଗର ଉଦ୍ୟମ ଜାରି ରହିଛି ।ତେଲକୋଇ ରେଞ୍ଜରେ ୩୦ ଜଣ ଫାୟାର ସ୍କ୍ବାର୍ଡ ଙ୍କୁ ନିଯୁକ୍ତି ଦିଆଯାଇଥିଲେ ମଧ୍ୟ ତାହା ପର‌୍ୟ୍ୟାପ୍ତ ହୋଇପାରୁନାହିଁ । ଯାହାଫଳରେ ନିଆଁକୁ ଆୟତ୍ତ କରିବା ସମ୍ଭବପର ହେଉନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login