The Ultimate Managed Hosting Platform
ADVERTISEMENT

ନିଜକୁ ଜାଳିଦେଲେ ବୃଦ୍ଧ !

Facebook
Twitter
LinkedIn

ଦିଗପହଣ୍ଡି : ସୁଇସାଇଡ ନୋଟ ଲେଖି ନିଜକୁ ଜାଳିଦେଲେ ବୃଦ୍ଧ । ପାଟପୁର ଥାନା ବଢିଆଉସ୍ତା ଗାଁରେ ଅଘଟଣ । କିରାସିନି ଢାଳି ନିଆଁ ଲଗାଇ ଦେବାରୁ ଜୀବନ୍ତ ଦଗ୍ଧ । ଆଡପଡା ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ମୁଁ ରହିବାକୁ ଚାହୁଁନି , ବୋଉକୁ ଭଲରେ ରଖିବୁ ପୁଅକୁ ଲେଖିଛନ୍ତି ।
ସୁଇସାଇଡ ନୋଟ ମିଳିଥିବା ସୂଚନା । ମୃତ ବୃଦ୍ଧ ଜଣଙ୍କ ହେଲେ ବଢିଆ ଉସ୍ତାର ପୀତବାସ ଆଚାର୍ୟ୍ୟ । ଘଟଣାସ୍ଥଳରୁ ଏକ ସୁଇସାଇଡ୍ ନୋଟ ଜବତ କରିଛି ତଦନ୍ତ ଆରମ୍ଭ କରିଛି ପାଟପୁର ଥାନା ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଚର୍ଚ୍ଚିତ ଯାତ୍ରା ଖଳନାୟକ ପୀୟୁଷଙ୍କ ବଡ ଘୋଷଣା ; ଦଶହରାରୁ ଚଢିବେ ମଞ୍ଚ

ଚର୍ଚ୍ଚିତ ଯାତ୍ରା ଖଳନାୟକ ପୀୟୁଷଙ୍କ ବଡ ଘୋଷଣା ; ଦଶହରାରୁ ଚଢିବେ ମଞ୍ଚ

ଭୁବନେଶ୍ୱର : ବଡ ଘୋଷଣା କଲେ ଚର୍ଚ୍ଚିତ ଯାତ୍ରା ଖଳନାୟକ ପୀୟୁଷ ତ୍ରିପାଠୀ । ଆସନ୍ତା ଦଶହରାରେ ପୁଣି ମଞ୍ଚକୁ ଓହ୍ଲାଇବି କହିଲେ । ସିଂହବାହିନୀ ପାଇଁ...

ଲିଭ-ଇନରେ ରହୁଥିବା ପ୍ରେମୀ ଯୁଗଳଙ୍କ ପାଇଁ ରାୟ ଶୁଣାଇଲେ ସୁପ୍ରିମ କୋର୍ଟ

ମୁମ୍ବାଇ ଟ୍ରେନ ବ୍ଲାଷ୍ଟ : ସୁପ୍ରିମକୋର୍ଟଙ୍କ ରହିତାଦେଶ

ମୁମ୍ବାଇ : ୨୦୦୬ ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ରାୟ । ବମ୍ବେ ହାଇକୋର୍ଟଙ୍କ ରାୟ ପରେ ସୁପ୍ରିମକୋର୍ଟଙ୍କ ଅନ୍ତରୀଣ ରହିତାଦେଶ । ବମ୍ବେ...

Login