ନୂଆଦିଲ୍ଲୀ ; ଜଣେ ମହିଳା ଅଫିସର ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟକ୍ତିଗତ ସଚିବ । ୨୦୨୪ ବ୍ୟାଚ୍ ଭାରତୀୟ ବୈଦେଶିକ ସେବା ଅଧିକାରୀ ନିଧି ତିୱାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିଗତ ସଚିବ ଭାବରେ ନିଯୁକ୍ତ କରାଯାଇଛି । ନିଧି ତିୱାରୀ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଉପସଚିବ ଭାବରେ କାର୍ୟ୍ୟ କରୁଥିଲେ କିନ୍ତୁ ବର୍ତ୍ତମାନ ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବରେ ନିଯୁକ୍ତ କରାଯାଇଛି । ନିଧି ତିୱାରୀ ୨୦୧୪ ମସିହାରେ ଭାରତୀୟ ବୈଦେଶିକ ସେବାରେ ଯୋଗ ଦେଇଥିଲେ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ୟ୍ୟ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଉପସଚିବ ଭାବରେ ତାଙ୍କର ସେବା, ପ୍ରଶଂସନୀୟ ହୋଇଛି । ଯାହାକୁ ଦୃଷ୍ଟିରେ ରଖି ତାଙ୍କୁ ନୂତନ ଦାୟିତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବରେ ନିଧି ତିୱାରୀଙ୍କ ଦାୟିତ୍ୱ ଗୁରୁତ୍ୱପୂର୍ଣ୍ଣ ହେବ । ଏହି ପଦବୀରେ ରହି, ନିଧିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଦୈନନ୍ଦିନ କାର୍ୟ୍ୟ ସୂଚୀ, ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜନ କରିବା ଏବଂ ବିଭିନ୍ନ ସରକାରୀ ବିଭାଗ ସହିତ ସମନ୍ୱୟ ରଖିବାକୁ ପଡିବ ।
ନିଧି ତିୱାରୀ ହେଲେ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







