ଭୁବନେଶ୍ୱର : ‘ନିଶା ମୁକ୍ତ ଭାରତ’ ପାଇଁ ବିଶାଳ ଗଣଦୈାଡ । ଗଣଦୈାଡ ଶୁଭାରମ୍ବ କରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗଣଦୈାଡରେ ମନ୍ତ୍ରୀ , ନେତା, ଯୁବଗୋଷ୍ଠୀ, ଛାତ୍ରଛାତ୍ରୀ ସାମିଲ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ଦିନରେ ମହ ବାର୍ତ୍ତା ନେଇ ଗଣଦୈାଡ । ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ‘ନମୋ ଯୁବ ମାରାଥନ’ ଆୟୋଜିତ । ନିଶା ଠାରୁ ଯୁବପିଢିଙ୍କୁ ଦୂରେଇ ରଖିବା ପାଇଁ ସଚେତନତା ବାର୍ତ୍ତା । ଆଗରେ ଦୌଡ଼ିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, କ୍ରୀଡା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବିଧାୟକ ବାବୁ ସିଂ, ସିଦ୍ଧାନ୍ତ ମହପାତ୍ର ଓ ଅନ୍ୟାନ୍ୟ ବରିଷ୍ଠ ନେତା । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସାରା ଦେଶରେ ୭୫ ସହରରେ ଆୟୋଜନ ହୋଇଛି ଏହି ଗଣ ଦୌଡ କାର୍ୟ୍ୟକ୍ରମ । ଯୁବ ପିଢ଼ିକୁ ନିଶା ଠାରୁ ଦୂରେଇ ରଖିବା ,୨୦୪୭ ରେ ଯୁବକ ଙ୍କୁ ନେଇ ଶସକ୍ତ, ସମୃଦ୍ଧ ରାଜ୍ୟ ଓ ଦେଶ ଗଠନ ଦିଗରେ ସେମାନଙ୍କୁ ଆଗକୁ ନେବାକୁ ବାର୍ତ୍ତା ଦିଆଯାଇଛି । ଏହି ଦୌଡ଼ରେ ଯୁବ ପିଢ଼ିକୁ ସହ ୭୫ ବର୍ଷୀୟା ଉର୍ମିଳା ଦାସ ମଧ୍ୟ ଦୌଡ଼ିଛନ୍ତି ।
‘ନିଶା ମୁକ୍ତ ଭାରତ’ ଗଣଦୈାଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











