ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ । ୧୦୨ ବର୍ଷ ବୟସରଙ୍କ କଟକ ଏସସିବିରେ ପରଲୋକ । ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାହୁ ଅଲ ଓଡିଶା ଫ୍ରୀଡମ ଫାଇଟର ସଂଘର ସଭାପତି ଥିଲେ । ସ୍ୱାଧୀନତା ସଂଗ୍ରାମ ବେଳେ ସେ ୩ ବର୍ଷ ଜେଲରେ ରହିଥିଲେ । ଏହାସହ ସେ ଦୁଇଥର ରାଷ୍ଟ୍ରପତି ପୁରସ୍କାର ମଧ୍ୟ ପାଇଛନ୍ତି । ବ୍ରେନଷ୍ଟୋକ ହେବା ପରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ ।
Views: 106











