The Ultimate Managed Hosting Platform
ADVERTISEMENT

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

Facebook
Twitter
LinkedIn

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ ହୋଇପଡିଥିବା ବେଳେ ଡାକ୍ତରଖାନାରେ ଚିକିତ୍ସା ସମୟରେ ଜଣେ ୧୨ବର୍ଷର ଶିଶୁର ମୃତ୍ୟୁ ଘଟିଛି। କୁହାଯାଉଛି ଯେ ଫୁଡ୍ ପଏଜନିଂ କାରଣରୁ ପରିବାର ସଦସ୍ୟ ଅସୁସ୍ଥ ହୋଇପଡିଥିଲେ। ତେବେ ଖାଦ୍ୟ ବିଭାଗର ଅଧିକାରୀମାନେ ଏହି ଦାବିକୁ ଅସ୍ୱୀକାର କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login