ସମ୍ବଲପୁର : ନୂଆ ଖାଇବେ ପଶ୍ଚିମ ଓଡିଶାବାସୀ । ନୂଆଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ସେପ୍ଟେମ୍ବର ୨୦ରେ ଲଗ୍ନ ଧାର୍ଯ୍ୟ । ଭଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ନୂଆଖାଇ ଲଗ୍ନ । ମା ସମଲେଶ୍ୱରୀଙ୍କ ପାଖରେ ଲାଗି ହେବ ନବାନ୍ନ । ଦିନ ୧୦ଟା ୨୭ରୁ ୧୦ଟା ୪୨ ମଧ୍ୟରେ ନବାନ୍ନ ଲାଗି ଲଗ୍ନ ଧାର୍ଯ୍ୟ ହୋଇଛି । ବ୍ରହ୍ନ ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧାରଣ ।
Views: 105











