The Ultimate Managed Hosting Platform
ADVERTISEMENT

ନେତାଜୀ ସେତୁ ଉପରେ ସିରିଜ ଦୁର୍ଘଟଣା

Facebook
Twitter
LinkedIn

କଟକ ; ସିରିଜ ଦୁର୍ଘଟଣା । ନେତାଜୀ ସେତୁ ଉପରେ ସିରିଜ ଦୁର୍ଘଟଣା ଘଟିଛି । ପଛକୁ ପଛ ପିଟାପିଟି ହେଲେ ୪ ଗାଡିା ଦୁର୍ଘଟଣା ଫଳରେ ୨ ଟି କାର କ୍ଷତିଗ୍ରସ୍ତ ହୋଇଛି । କୈାଣସି ଯାତ୍ରୀ ଆହତ ହୋଇ ନଥିବା ସୂଚନା । ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଜାରି ରଖିଛି । ତେବେ ଦୁର୍ଘଟଣାର କାରଣ ଜଣାପଡି ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login