The Ultimate Managed Hosting Platform
ADVERTISEMENT

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

Facebook
Twitter
LinkedIn

ଆମେରିକା : ଆମେରିକାରେ ନୌସେନାର ଏଫ-୩୫ ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ । କେନ୍ଦ୍ରୀୟ କାଲିଫର୍ଣ୍ଣିଆର ନାଭାଲ ଏୟାର ଷ୍ଟେସନ ଲିମୋର ନିକଟରେ ଏହି ଦୁର୍ଘଟଣା ହୋଇଛି । ଦୁର୍ଘଟଣା ଯୋଗୁଁ କେହି ମୃତାହତ ହୋଇ ନାହାଁନ୍ତି। ପାଇଲଟ୍ ସୁରକ୍ଷିତ ଭାବେ ବାହାରକୁ ଇଜେକ୍ଟ କରିଥିଲେ । ଆଜି ଭୋର ୪.୩୦ ମିନିଟ ସମୟରେ ହୋଇଛି । ନୌସେନା ଜାରି କରିଥିବା ବୟାନରେ କୁହାଯାଇଛି କି, ଦୁର୍ଘଟଣା ସମୟରେ ପାଇଲଟ ଜଣକ ପାରାଚ୍ୟୁଟ ଜରିଆରେ ନିଜ ଜୀବନ ବଞ୍ଚାଇଛନ୍ତି । ଏହି ଘଟଣାରେ ସମସ୍ତେ ସୁରକ୍ଷିତ ରହିଛନ୍ତି । ତେବେ ଦୁର୍ଘଟଣାର କାରଣ ଏଯାଏଁ ଜଣାପଡିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login