The Ultimate Managed Hosting Platform
ADVERTISEMENT

ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

Facebook
Twitter
LinkedIn

ପୁରୀ : ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ । ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ସୋମବାର ପୁରୀ ସ୍ବର୍ଗଦ୍ବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ବଡ଼ ପୁଅ ସୌମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଛନ୍ତି। ଦେବେନ୍ଦ୍ରଙ୍କ ଶେଷକୃତ୍ୟରେ ବାବା ରାମଦେବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନେକ ବରିଷ୍ଠ ବ୍ୟକ୍ତି ବିଶେଷ ସାମିଲ ହୋଇଥିଲେ । ଏପରିକି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ, ସମ୍ପର୍କୀୟ, ବହୁ ଶୁଭେଚ୍ଛୁ ଉପସ୍ଥିତ ଥିଲେ।ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ପାଇଁ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର ନିଆଯାଇଥିଲା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଶେଷଯାତ୍ରାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login