The Ultimate Managed Hosting Platform
ADVERTISEMENT

ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ , ଭୟଭୀତ ଲୋକ

Facebook
Twitter
LinkedIn

ପଟ୍ଟାମୁଣ୍ଡାଇ : ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ । ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ଅଳଭା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଗାଁରେ ଥିବା ପୋଖରୀରେ କୁମ୍ଭୀର ବୁଲୁଥିବା ଲୋକେ ଦେଖିଥିଲେ । ତେବେ ଆଜି ସଖାଳୁ କୁମ୍ଭୀରକୁ ଦେଖିବା ପାଇଁ ପୋଖରୀ କୂଳରେ ଗ୍ରାମବାସୀଙ୍କ ଭିଡ ଜମିଥିଲା । ସଖାଳୁ ପୁଣି କୁମ୍ଭୀର ବୁଲୁଥିବା ବେଳେ ପୋଖରୀରେ ଛଡା ଯାଇଥିବା ମାଛକୁ ଖାଉଥିବା ନେଇ ଅଭିଯୋଗ କରିଛନ୍ତି ମାଛ ଚାଷୀ । ସେମାନଙ୍କ କହିବା ଅନୁଯାଇ ପୋଖରୀରେ ଦେଢ଼ ଲକ୍ଷ ଟଙ୍କାର ମାଛ ଛଡା ଯାଇଥିଲା । ହେଲେ କୁମ୍ଭୀର ପଶି ସବୁ ସାରିଦେଲା । ଏନେଇ ବନ ବିଭାଗ କ୍ଷତି ପୂରଣ ଦେବା ପାଇଁ ଦାବି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login