ଭୁବନେଶ୍ୱର : ବିଜେପିରେ ସାମିଲ ହେଲେ ଗାପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଜେପି ଦଳୀୟ କାର୍ୟ୍ୟାଳୟକୁ ଆସି ସାମିଲ ହେଲେ ପ୍ରଦୀପ। ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ମିଶିଲେ ପ୍ରଦୀପ।ଦୀର୍ଘ ଦିନ ହେବ ପ୍ରଦୀପ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା । ଏପରିକି ଗତ କିଛି ଦିନ ତଳେ ପ୍ରଦୀପଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ ମନମୋହନ ସାମଲ । ସେବେଠାରୁ ପ୍ରଦୀପ ବିଜେପିକୁ ଆସିବା ନେଇ ସଂକେତ ମିଳୁଥିଲା ।ଏହାପୂର୍ବରୁ ପ୍ରଦୀପ ପାଣିଗ୍ରାହୀ ଜନବିରୋଧୀ କାର୍ୟ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ । ବିଜେଡିରୁ ବହିଷ୍କୃତ ହେବା ପରେ ରାଜ୍ୟ ସରକାରଙ୍କୁ ଅନେକ ସମୟରେ ଟାର୍ଗେଟ କରୁଥିଲେ ପ୍ରଦୀପ ପାଣିଗ୍ରାହୀ । ବିଜେପିରେ ସାମିଲ ହେବା ପରେ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ଶ୍ରେଷ୍ଠ ଭାରତ ଓ ଶ୍ରେଷ୍ଠ ଓଡ଼ିଶା ଗଠନ ପାଇଁ ସମୟ ଆସିଛି । ଏବେ ସମୟ ପରିବର୍ତ୍ତନର, ସଜାଗର ସମୟ, ସୁଦୃଢ ଓଡ଼ିଶା ଓ ଭାରତ ଗଠନ କରିବାର ସମୟ । ବିଜେପିକୁ ଗୋଟିଏ ଥର ପାଇଁ ବିଜେପିକୁ ସୁଯୋଗ ଦେବାକୁ ଅପିଲ କରିଛନ୍ତି ପ୍ରଦୀପ ।
ପଦ୍ମ ଧରିଲେ ପ୍ରଦୀପ ପାଣିଗ୍ରାହୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







