The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ରଥଯାତ୍ରା । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ରଥଯାତ୍ରା ଅବସରରେ ସମସ୍ତକୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥଯାତ୍ରା ଉପଲକ୍ଷେ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ରତ୍ନ ସିଂହସନ ଛାଡ଼ି ରଥକୁ ଆସିବେ ତିନି ଠାକୁର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login