The Ultimate Managed Hosting Platform
ADVERTISEMENT

ପରଲୋକରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମ୍ମି କାର୍ଟର

Facebook
Twitter
LinkedIn

ନୂଆଦିଲ୍ଲୀ : ପରଲୋକରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମ୍ମି କାର୍ଟର । ୧୦୦ ବର୍ଷରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।ଜର୍ଜିଆ ସ୍ଥିତ ବାସ ଭବନରେ ନିଜ ପରିବାର ବର୍ଗଙ୍କ ମଧ୍ୟରେ ସେ ମୃତ୍ୟୁବରଣ କରିଛନ୍ତି । କାର୍ଟର କିଛିଦିନ ହେବ ମେଲାନୋମା ନାମକ ରୋଗରେ ପୀଡ଼ିତ ଥିଲେ । ରାଷ୍ଟ୍ରପତି ପଦ ଛାଡ଼ିବା ପରେ ନିଜର ସଂସ୍ଥା ”କାର୍ଟର ସେଣ୍ଟର” ମାଧ୍ୟମରେ ସେ ଲୋକଙ୍କ ସେବା ଆରମ୍ଭ କରିଥିଲେ । ସେଥିପାଇଁ ତାଙ୍କୁ ୨୦୦୨ରେ ନୋବେଲ ଶାନ୍ତି ପୁରସ୍କାର ମଧ୍ୟ ମିଳିଥିଲା । କାର୍ଟରଙ୍କ ମୃତ୍ୟୁ ନେଇ ଡୋନାଲ୍ଡ ଟ୍ରମ୍ପ ଶୋକ ପ୍ରକାଶ କରିଛନ୍ତି ।ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଯେ ଆମେରିକା ଜଣେ ବିଶିଷ୍ଟ ବ୍ୟକ୍ତିଙ୍କୁ ହରାଇଛି । ସେ ଏକ ରାଜନେତା ସହ ମାନବବାଦୀର କିମ୍ବଦନ୍ତୀ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login