ଭୁବନେଶ୍ୱର : ଭୁବନେଶ୍ୱରରେ ପହଁଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ୱରରୁ ସଡକ ପଥରେ ମମତା ପୁରୀ ଯିବେ । ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମମତା ବାନାର୍ଜୀ । ଆଜି , କାଲି ପୁରୀରେ ରହିବେ । ଶ୍ରୀଜିଉଙ୍କୁ ଦର୍ଶନ କରିବେ । ୨୩ରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟି କୋଲକତା ଫେରିଯିବେ ।
Views: 145











