ଭୁବନେଶ୍ୱର : ପହଲଗାମ ଆତଙ୍କୀ ହମଲା ପରେ ସଜାଗ ରାଜ୍ୟ ସରକାର । ସବୁଠି ଏହି ଘଟଣାକୁ ନିନ୍ଦା କରାଯାଉଛି । ଏହାରି ଭିତରେ ଆତଙ୍କୀ ହମଲା ପରେ ପୁରା ସଜାଗ ଅଛନ୍ତି ରାଜ୍ୟ ସରକାର ।ଏ ନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଉଚ୍ଚସ୍ତରୀୟ ଆଲୋଚନା କରିଛନ୍ତି । ରାଜ୍ୟରେ ଥିବା ଅନୁପ୍ରବେଶକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରହିଛି । ସବୁ ପରିସ୍ଥିତ ମୁକାବିଲା ପାଇଁ ନିଦେ୍ର୍ଦଶ ଦିଆଯାଇଛି ।
Views: 9