ନୂଆଦିଲ୍ଲୀ :ହରିୟାଣାର ଲୋକପ୍ରିୟ ୟୁଟ୍ୟୁବର ଜ୍ୟୋତି ମଲହୋତ୍ରା ଗିରଫ । ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଗିରଫ । ଜ୍ୟୋତିଙ୍କ ଟ୍ରାଭେଲ ୱିଥ ଜୋ ନାଁରେ ୟୁଟ୍ୟୁବ ଚ୍ୟାନେଲ ଅଛି । ଆଇଏସଆଇ ସହ ଜ୍ୟୋତି ଯୋଗାଯୋଗରେ ଥିବା ଅଭିଯୋଗ । ଜ୍ୟୋତିଙ୍କ ବିରୋଧରେ ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟମାନଙ୍କୁ ସମ୍ବେଦନଶୀଳ ସୂଚନା ଦେବାର ଗମ୍ଭୀର ଅଭିଯୋଗ ରହିଥିବା ଗୁଇନ୍ଦା ସୂତ୍ରରୁ ଜଣାପଡିଛି । ତେବେ ସୂଚନା ଅନୁସାରେ ୨୦୨୩ ମସିହାରେ ଜ୍ୟୋତି ମଲହୋତ୍ରା କମିଶନ ମାଧ୍ୟମରେ ପାକିସ୍ତାନ ଭିସା ପାଇଥିଲେ ଏବଂ ସେ ସେଠାକୁ ଯାଇଥିଲେ । ସେ ପାକିସ୍ତାନ ହାଇକମିଶନରେ କାର୍ୟ୍ୟରତ କର୍ମଚାରୀ ଦାନିଶଙ୍କ ସହ ତାଙ୍କର ଘନିଷ୍ଠ ସମ୍ପର୍କ ଗଢ଼ି ଉଠିଥିଲା । ତାଙ୍କର ପାକିସ୍ତାନୀ ଗୁଇନ୍ଦା ବିଭାଗ ସହିତ ସମ୍ପର୍କ ଆରମ୍ଭ ହୋଇଥିଲା ବୋଲି ସୂଚନା ମିଳିଛି । ଗୁଇନ୍ଦା ସଂସ୍ଥାଗୁଡ଼ିକ ଦାବି କରିଛନ୍ତି ଯେ ଭାରତ ଫେରିବା ପରେ ଜ୍ୟୋତି ପାକିସ୍ତାନୀ ଏଜେଣ୍ଟମାନଙ୍କ ସହିତ ନିରନ୍ତର ଯୋଗାଯୋଗରେ ରହିଥିଲେ । ବିଭିନ୍ନ ମାଧ୍ୟମରେ ସେ ଭାରତ ସହ ଜଡିତ ସମ୍ବେଦନଶୀଳ ସୂଚନା ପାକିସ୍ତାନକୁ ସେୟାର କରିଚାଲିଥିଲେ । ଯାହାକି ଏପ୍ରକାର କାର୍ୟ୍ୟକଳାପ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ପ୍ରତି ବିପଦର ଭୟ ସୃଷ୍ଟି କରୁଛି ।
ପାକିସ୍ତାନ ପାଇଁ ସ୍ପାଏ : ୟୁଟ୍ୟୁବର ଗିରଫ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







