ଭୁବନେଶ୍ୱର : ପାଠ ପଢିବେ ନୂଆ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ନୂଆ ବିଧାୟକଙ୍କୁ ବିଧାନସଭାର କାର୍ୟ୍ୟବିଧି ଓ ଦାୟିତ୍ବ ସମ୍ପର୍କରେ ଦେବେ ଜ୍ଞାନ । ଯାହାକୁ ନେଇ ବେଶ ଉତ୍ସାହିତ ଅଛନ୍ତି ନୂଆ ବିଧାୟକ । ଦୁଇ ଦିନ ଧରି ଚାଲିବ ପ୍ରଶିକ୍ଷଣ । ବିଧାନସଭାର କାର୍ୟ୍ୟବିଧୀ, କମିଟି ବ୍ୟବସ୍ଥା, ବୈଧାନିକ ପ୍ରକ୍ରିୟା, ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ପଏଣ୍ଡ ଅଫ ଅର୍ଡର ସହ ବିଭିନ୍ନ କାର୍ୟ୍ୟଶୈଳୀ ବିଷୟରେ ଅବଗତ ହେବେ ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ବିଧାୟକ । ଆସନ୍ତା ୧୭ ଓ ୧୮ ତାରିଖ ଦୁଇ ଦିନ ଧରି ବିଧାନସଭାରେ ଅନୁଷ୍ଠିତ ହେବାକୁ ଥିବା ପ୍ରଶିକ୍ଷଣ ଶିବିରରେ ନବ ନିର୍ବାଚିତ ବିଧାୟକଙ୍କୁ ପାଠ ପଢ଼ାଇବେ ଅଭିଜ୍ଞ, ବରିଷ୍ଠ ବିଧାୟକ ଓ ମନ୍ତ୍ରୀ । ୫ ଥର ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କିରଣ ରିଜିଜୁ, ଜୁଏଲ ଓରାମ, ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ଦେବେ ପ୍ରଶିକ୍ଷଣ । ନବ ନିର୍ବାଚିତ ବିଧାୟକଙ୍କୁ ବିଧାନସଭାର ନୀତି, ନିୟମ ଓ ବ୍ୟବସ୍ଥା ବିଷୟରେ ଅଭିଜ୍ଞ ନେତା ଦେବେ ପ୍ରଶିକ୍ଷଣ । ନୂଆ ଜୋସ ଓ ନୂଆ ସ୍ବପ୍ନ ନେଇ ବିଧାନସଭାକୁ ଆସିଛନ୍ତି ନୂଆ ବିଧାୟକ । ଗୃହ ବିଷୟରେ ବହୁତ କିଛି ଶିଖିବା ପାଇଁ ଏହି ପ୍ରଶିକ୍ଷଣ ଶିବିର ବେଶ ସହାୟକ ହେବ ।
ପାଠ ପଢିବେ ନବ ନିର୍ବାଚିତ ବିଧାୟକ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







