The Ultimate Managed Hosting Platform
ADVERTISEMENT

ପାଣି ଘେରରେ ୩୦ ଗାଁ , ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା

Facebook
Twitter
LinkedIn

ଜଳେଶ୍ୱର : ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା । ସକାଳ ୬ଟା ସୁଦ୍ଧା ଜଳସ୍ତର ୧୦.୩୯ ମିଟର ପ୍ରବାହିତ । ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିବା ବେଳେ ସୁବର୍ଣ୍ଣରେଖା ନଦୀ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ରହିଥିବା ବେଳେ ସକାଳା ୬ଟା ସୁଦ୍ଧା ଜଳସ୍ତର ହ୍ରାସ ପାଇ ୬.୨୮ ମିଟରରେ ପ୍ରବାହିତ ହେଉଛି । ଭୋଗରାଇ ବ୍ଲକର ୧୫ଟି ପଞ୍ଚାୟତର ୩୦ ଗାଁ ଜଳବନ୍ଦୀ । ବାହ୍ୟ ଜଗତରୁ ବିଚ୍ଛିନ୍ନ ଗାଁ , ଡଙ୍ଗାରେ ଲୋକଙ୍କ ଯାତାୟାତ । ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ବାଲିଆପାଳ ବ୍ଲକର ୬ଟି ପଞ୍ଚାୟତର ୩୦ରୁ ଅଧିକ ଗାଁ ଏବଂ ଜଳେଶ୍ବର ବ୍ଲକର ୩ଟି ପଞ୍ଚାୟତ ପାଣି ଘେରରେ ରହିଛି। ଅନେକ ରାସ୍ତା ଉପରେ ୪ଫୁଟର ପାଣି ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି। ଏଥିସହ ହଜାର ହଜାର ହେକ୍ଟର ଜମିରେ ପନିପରିବା ଚାଷ ଉଜୁଡି ଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login