ଭୁବନେଶ୍ୱର : ପାରାଦୀପରେ ହେବ ନୂଆ ଏୟାରପୋର୍ଟ । ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଥିଲେ । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।
ପାରାଦୀପରେ ହେବ ନୂଆ ଏୟାରପୋର୍ଟ

Facebook
Twitter
LinkedIn
Facebook
Twitter
LinkedIn
Recent News
ଭାରତ ଆସିବେ ରୁଷ ରାଷ୍ଟ୍ରପତି
ନୂଆଦିଲ୍ଲୀ : ଭାରତ ଆସିବେ ରୁଷ୍ ରାଷ୍ଟ୍ରପତି । ଆମେରିକା ସହ ଭାରତର ସମ୍ପର୍କ ଦିନକୁ ଦିନ ଖରାପ ହେଉଥିବା ବେଳେ ଏବେ ରୁଷ୍ ଓ ଭାରତ...
୩ ଦୁଷ୍କର୍ମୀଙ୍କୁ ଆଜୀବନ
ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...
ସାରା ଦେଶରେ ଭୋଟ ଚୋରି : ରାହୁଲ
ନୂଆଦିଲ୍ଲୀ : ପୁଣି ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ ଗାନ୍ଧୀ । ସାରା ଦେଶରେ ଭୋଟ ଚୋରି ହେଉଥିବା କହି ବର୍ଷିଲେ । ଭୋଟର ଲିଷ୍ଟରେ...
ବାପ-ଝିଅ ଉପରେ ମାଡିଗଲା ହାଇୱା
ପାରାଦୀପ : ବାଇକ ଉପରେ ମାଡିଗଲା ହାଇୱା । ବାପ ,ଝିଅଙ୍କର ଚାଲିଗଲା ଜୀବନ । କଟକ-ପାରାଦୀପ ରାସ୍ତା କୋଠିଆସାହି ଛକରେ ଦୁର୍ଘଟଣା । ଦୁର୍ଘଟଣା ପରେ...