The Ultimate Managed Hosting Platform
ADVERTISEMENT

ପାର୍ବଣରେ ଜୋର ଜବରଦସ୍ତ ଆଦାୟ କରିପାରିବେନି ଚାନ୍ଦା

Facebook
Twitter
LinkedIn

କଟକ : ଆଗକୁ ଆସୁଛି ପାର୍ବଣର ରୁତୁ । ତେଣୁ ଏଥର ପାର୍ବଣର ରୁତୁରେ ଦାଦା ବଟିକୁ ନାଁ । ଜୋର ଜବରଦସ୍ତ ଆଦାୟ କରିପାରିବେନି ଚାନ୍ଦା । ବିଶୃଙ୍ଖଳା କଲେ ପୋଲିସ ନେବ କାର୍ୟ୍ୟାନୁଷ୍ଠାନ। କଟକ ଶାରଳା ଭବନରେ ଗଣେଶ ପୂଜା ପ୍ରସ୍ତୁତି ବୈଠକରେ ସୂଚନା ଦେଇଛନ୍ତି କଟକ କମିଶନରେଟ ପୋଲିସ । ଚଳିତ ବର୍ଷ ସହରରେ ପ୍ରାୟ ୧୨ଶହ ମଣ୍ଡପରେ ବିଘ୍ନ ବିନାସକଙ୍କ ପୂଜା ଆୟୋଜିତ ହେବ । ଭସାଣ ଉତ୍ସବକୁ ୩ଟି ପର୍ୟ୍ୟାୟରେ କରିବା ପାଇଁ କମିଶନରେଟ୍ ପୋଲିସ୍ ଓ ମହାନଗର ନିଗମ ନିଷ୍ପତ୍ତି ନେଇଛନ୍ତି । ଅଗଷ୍ଟ ୩୧, ସେପ୍ଟେମ୍ବର ୭ ଏବଂ୧୪ତାରିଖରେ ସହରରେ ଗଣେଶ ପୂଜା ଭସାଣି କରାଯିବ । ବୁଢା ଗଣେଶଙ୍କ ଭଷାଣି ଅନ୍ୟ ଦିନରେ କରାଯିବ ବୋଲି ବୈଠକ ନିଷ୍ପତ୍ତି ନିଆଯାଇଛି । ପୂଜା ପୂର୍ବରୁ ସହରର ରାସ୍ତା ଘାଟ,ଷ୍ଟ୍ରିଟ୍ ଲାଇଟ, ପାନୀୟ ଜଳ ଯୋଗାଣ ଓ ଭସାଣି ପାଇଁ ଉନ୍ନତ ମାନର କୃତ୍ରିମ ପୁଷ୍କରିଣୀ ବ୍ୟବସ୍ଥା କରିବା ପାଇଁ ପୂଜା କମିଟି ଓ ଶାନ୍ତି କମିଟି ପକ୍ଷରୁ ସିଏମସିକୁ ପରାମର୍ଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login