The Ultimate Managed Hosting Platform
ADVERTISEMENT

ପାହାଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର : ହତ୍ୟା ନା ଆତ୍ମହତ୍ୟା ସନ୍ଦେହ

Facebook
Twitter
LinkedIn

ଟାଙ୍ଗୀ : ଖୋର୍ଦ୍ଧା ଜିଲ୍ଲାର ବାଣପୁର ଥାନା ଅନ୍ତର୍ଗତ ଜୀବନଦେଇପୁର ଗ୍ରାମର ମୁଣ୍ଡିଆ ପାଖରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି । ଜୀବନଦେଇପୁର ଗ୍ରାମର ପାହାଡ ପାଖରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଛି । । ତେବେ ଏଠାକୁ ମୃତଦେହ କିପରି ଆସିଲା ତାହା ନେଇ ଏଯାଏଁ ସ୍ପଷ୍ଟ ହୋଇପାରିନି । ରବିବାର ସକାଳେ ଗ୍ରାମବାସୀ ଏହି ମୃତଦେହଟି ଉଲଗ୍ନ ଅବସ୍ଥାରେ ପଡିଥିବା ଦେଖିଥିଲେ। ଲୋକେ ଏ ନେଇ ନାଚୁଣୀ ଫାଣ୍ଡିରେ ଖବର ଦେଇଥିଲେ । ଖବର ପାଇ ନାଚୁଣୀ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ବ୍ୟକ୍ତି ଜଣକ କି’ଏ ଏବଂ କଣ ପାଇଁ ତାଙ୍କର ମୃତ୍ୟୁ ହୋଇଛି ଏହାର ସତ୍ୟତା ତଦନ୍ତ ପରେ ହିଁ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି । ଏହା ଦୁଇ ଦିନ ତଳର ଘଟଣା ବୋଲି ନାଚୁଣୀ ଫାଣ୍ଡି ଅଧିକାରୀ କେଶବ ବେହେରା ଏନେଇ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login