The Ultimate Managed Hosting Platform
ADVERTISEMENT

ପୁଣି ଅଲୋଡା ହେଲା ଶିଶୁ ପୁତ୍ର, ପଲିଥିନ ବ୍ୟାଗ ଭିତରୁ ଉଦ୍ଧାର

Facebook
Twitter
LinkedIn

ବାଲେଶ୍ୱର : ପଲିଥିନ ବ୍ୟାଗ ଭିତରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର। ବାଲେଶ୍ବର ଜିଲ୍ଲା ଜଳେଶ୍ବର ୬୦ ନଂ ଜାତୀୟ ରାଜପଥ ରୁପସା ଥାନା ଧାରି ପୋଲ ନିକଟରୁ ଉଦ୍ଧାର କରିଛି ପୋଲିସ। ରାଜପଥ ପାର୍ଶ୍ବରେ ପଲିଥିନ ବ୍ୟାଗ ଭିତରୁ ପିଲାଟିର କାନ୍ଦ ଶୁଣି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ପିଲାଟିକୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି। ଶିଶୁଟିର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା ପରେ ଜିଲ୍ଲା ଶିଶୁ ମଙ୍ଗଳ ବିଭାଗକୁ ହସ୍ତାନ୍ତର କରାଯିବ। କେହି ପିଲାଟିକୁ ଜନ୍ମ ଦେବା ପରେ ବ୍ୟାଗରେ ଭର୍ତ୍ତି କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। ପୋଲିସ ଘଟଣାର ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login