The Ultimate Managed Hosting Platform
ADVERTISEMENT

ପୁଣି ଖୋଲିଲା ନବ ଦାସ ହତ୍ୟା ଡାଏରୀ,ଝିଅ ଦୀପାଳି ଓ ପୁଅ ବିଶାଲଙ୍କୁ ନୋଟିସ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଖୋଲିଲା ନବ ଦାସ ହତ୍ୟା ଡାଏରୀ । ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ନୋଟିସ କଲା କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ ସପ୍ତାହରେ ହାଜର ହେବାକୁ ନୋଟିସ । ମାମଲାରେ କ୍ରାଇମବ୍ରାଞ୍ଚ ନିକଟରେ ପକ୍ଷ ରଖିବାକୁ ଉଭୟଙ୍କୁ ନୋଟିସ । କ୍ରାଇମ୍ବ୍ରାଞ୍ଚ ତଦନ୍ତ ନେଇ କୌଣସି ଆପତ୍ତି ଥିଲେ ବା କିଛି କହିବାର ଥିଲେ ସେମାନେ ଜଣାଇପାରିବେ ବୋଲି କୁହାଯାଇଛି । ମାମଲାକୁ ସିବିଆଇ ତଦନ୍ତ କରୁ ବୋଲି ବୟାନବାଜି ଲାଗି ରହିଛି। ଏହାରି ଭିତରେ କ୍ରାଇମ୍ବ୍ରାଞ୍ଚ ନୋଟିସ୍ ଚର୍ଚ୍ଚାକୁ ଆହୁରି ବଢାଇ ଦେଇଛି। ତେବେ ଏହି ଘଟଣା ପରେ ବିଭିନ୍ନ ଆଡୁ ରାଜନୈତିକ ପ୍ରତିକ୍ରିୟା ପ୍ରକାଶ ପାଇଛି ତେବେ ଏହି ଘଟଣାରେ ନବ ଦାସଙ୍କ ଝିଅ ଦୀପାଳି ଦାସ ସିବିଆଇ ତଦନ୍ତ ଦାବି କରିଥିଲେ ସେ କହିଥିଲେ ମୁଁ ଚାହେଁ ଘଟଣାର ଉଚିତ ତଦନ୍ତ ହୋଇ ଆମ ପରିବାର କୁ ନ୍ୟାୟ ମିଳୁ ଏଥିସହ ମୁଖ୍ୟମନ୍ତ୍ରୀ ମୋ ପରିବାର ସହ ଆଲୋଚନା କରନ୍ତୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login