ଭୁବନେଶ୍ୱର : ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁ ଜାମିନ୍ ଶୁଣାଣି ପୁଣି ଘୁଞ୍ଚିଲା । ଆସନ୍ତା ୩୦ ତାରିଖରେ ହାଇକୋର୍ଟରେ ପରବର୍ତ୍ତୀ ଶୁଣାଣି । ଇଡି ପକ୍ଷରୁ ଦାୟର ମାମଲାରେ ଜାମିନ୍ ମାଗିଛନ୍ତି ଜଗବନ୍ଧୁ । ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ ଜଗବନ୍ଧୁଙ୍କୁ ଜାମିନ ମିଳିଛି ।
Views: 103

ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...
କଟକ : କଟକ ଜିଲ୍ଲାପାଳଙ୍କ ଆଗରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ । ବାଙ୍କୀରେ ଜନ ଅଭିଯୋଗ ଶୁଣାଣି ବେଳେ ଆତ୍ମାହୁତି ଉଦ୍ୟମ । ପରିବାର ମଙ୍ଗଳ ଯୋଜନା...