The Ultimate Managed Hosting Platform
ADVERTISEMENT

ପୁଣି ଚାଲିଗଲା ଆଉ ଏକ ଦନ୍ତାର ଜୀବନ

Facebook
Twitter
LinkedIn

ବିନିକା : ପୁଣି ଚାଲିଗଲା ଆଉ ଏକ ଦନ୍ତାର ଜୀବନ । ବାର୍ହା ଫାଶରେ ପଡ଼ି ଗଲା ଦନ୍ତା ଜୀବନ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ରେଞ୍ଜ ମହଦା ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ ହୋଇଛି । ବିଦ୍ୟୁତ ତାରରେ ଛନ୍ଦିହୋଇ ଦନ୍ତାର ଜୀବନ ଯାଇଛି । ଗତକାଲି କେହି ଦୁବୃର୍ତ୍ତ ବାର୍ହା ଶିକାର ଉଦ୍ଦେଶ୍ୟରେ ମହଦା ଜଙ୍ଗଲରେ ବିଦ୍ୟୁତ ତାର ବିଛାଇଥିଲା । ରାତିରେ ଦନ୍ତାଟି ଖାଦ୍ୟ ଅନ୍ୱେଷଣରେ ଆସି ସେହି ବିଦ୍ୟୁତ ଚାର୍ଜିତ ଫାଶରେ ଫଶି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ପଡି ହାତୀର ମୃତ୍ୟୁ ହୋଇଥିଲା । ଆଜି ସ୍ଥାନୀୟ ଲୋକ ହାତୀଟି ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବିଦ୍ୟୁତ୍ କାଟି ହାତୀଟିକୁ ଉଦ୍ଧାର କରିଥିଲେ। ବନ ବିଭାଗ ହାତୀର ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

ADVERTISEMENT

Login