The Ultimate Managed Hosting Platform
ADVERTISEMENT

ପୁଣି ଜୟନାରାୟଣଙ୍କ ବଢିଲା ଅଡୁଆ

Facebook
Twitter
LinkedIn

ଭୁବନେଶ୍ୱର :ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି । । ତିନି ଦିନ ତଳେ ଦିଲେଶ୍ୱର ସାହୁ ହତ୍ୟା ମାମଲାରେ ସେ ଭୁବନେଶ୍ୱର ଅତିରିକ୍ତ ଦୈାରାଜଜ୍‌-୩ରେ ହାଜର ହୋଇଥିଲେ । ୨୦୧୬ରେ ବୁର୍ଲା ଥାନା ଅଧିକାରୀଙ୍କୁ ଆକ୍ରମଣ ଓ ଧମକଚମକ ମାମଲାରେ ଗତକାଲି ପୁଣି ଥରେ ତାଙ୍କୁ ଏହି କୋର୍ଟରେ ହାଜର ହେବାକୁ ପଡିଛି । ଏହି ମାମଲାରେ କୋର୍ଟରେ ତାଙ୍କ ବିରୋଧରେ ଚାର୍ଜ ଫ୍ରେମ ହୋଇଥିବା ବେଳେ ବିଚାର ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । କେବଳ ସେତିକି ନୁହେଁ ଏଣଇକି ଏହି ମାମଲାରେ ଶୁଣାଣି ସମୟରେ ପ୍ରତ୍ୟେକ ତାରିଖରେ ବ୍ୟକ୍ତିଗତ ହାଜିରା ଦେବାକୁ ବିଚାରପତି ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଅନୁଯାୟୀ ଗତ କିଛି ଦିନ ପୂର୍ବରୁ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ମାଡ ମାରିଥିଲେ ଯାହାକୁ ନେଇ ଅନେକ ତୁମ୍ବି ତୋଫାନ ହୋଇଥିଲା । ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି କରିବା ସହ ଥାନାକୁ ଧସେଇ ପଶିବା ସମୟରେ ମହିଳା ପୋଲିସଙ୍କୁ ଆକ୍ରମଣ କରିଥିଲା । ଯାହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login