The Ultimate Managed Hosting Platform
ADVERTISEMENT

ପୁଣି ଧୋଇଗଲା କଳିଙ୍ଗା ଘାଟି ରାସ୍ତା

Facebook
Twitter
LinkedIn

କନ୍ଧମାଳ : ବାଦଲ ଫଟା ବର୍ଷାରେ ପୁଣି ଧୋଇଗଲା କଳିଙ୍ଗା ଘାଟି ରାସ୍ତା । ପାହାଡରୁ ପ୍ରବଳ ବର୍ଷା ପାଣି ଆସିବାରୁ ଧୋଇଗଲା ମରାମତି । ନିର୍ମାଣ ଲାଗି ପଡିଥିବା ପଥର, ବାଲି ଓ ଗୋଡି ଧୋଇଗଲା । ଯୁଦ୍ଧକାଳୀନ ଭିତ୍ତିରେ ପୁନଃନିର୍ମାଣ କାର୍ଯ୍ୟରେ ବର୍ଷା ବାଧକ । ଭୂସ୍ଖଳନ ପରଠୁ କନ୍ଧମାଳ ଓ ଗଞ୍ଜାମ ମଧ୍ୟରେ ଯୋଗାଯୋଗ ବିଛିନ୍ନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login