The Ultimate Managed Hosting Platform
ADVERTISEMENT

ପୁଣି ମୋ ବସ ଘଟାଇଲା ଦୁର୍ଘଟଣା

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ମୋ ବସ ଧକ୍କାରେ ୨ ଯୁବକ ଗୁରୁତର । ମାଷ୍ଟର କ୍ୟାଣ୍ଟିନ ଛକରେ ଧକ୍କା ଦେଲା ମୋ ବସ । ୨ ଯୁବକ ଗୁୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭତ୍ତି ର୍ । ଜଣେ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି। ପୁରୀର ରଞ୍ଜିତ ବେହେରା ଟ୍ରେନରେ ଭୁବନେଶ୍ବର ଆସିଥିଲେ। ଷ୍ଟେସନରେ ପହଁଚିବା ପରେ ଖରା ହେଉଥିବାରୁ ଠିଆ ହେଇଥିଲେ। କିନ୍ତୁ ହଠାତ ମୋ ବସ୍ ଡ୍ରାଇଭର କିଛି ନଦେଖି ଆଗକୁ ମାଡି ଆସିଥିଲେ। ଫଳରେ ଗୋଡ଼ରେ ପ୍ରବଳ ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଅନ୍ୟପଟେ ଭୁବନେଶ୍ବର ପାତ୍ରପଡା ନିର୍ମାଣଧିନ ଫୁଟ ଓଭର୍ ବ୍ରିଜ ନିକଟରେ ଘଟିଥିଲା ଏହି ଭୟଙ୍କର ଦୁର୍ଘଟଣା । ରାସ୍ତା କଡରେ ଅପେକ୍ଷାରତ ଲୋକଙ୍କ ଉପରକୁ ମୋ ବସ୍ ଚଢିଯିବାରୁ ଘଟଣାସ୍ଥଳରେ ଜଣେ ଶିକ୍ଷୟତ୍ରୀଙ୍କ ମୃତ୍ୟୁ ହୋଇଥିଲା । ଫଳରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ଦେଖିବାକୁ ମିଳଥିଲା । ଦୁର୍ଘଟଣା ଘଟିବା ପରେ ମୋ ବସଟି ଶିକ୍ଷୟତ୍ରୀଙ୍କୁ ୧୦୦ ମିଟର ପର୍ୟ୍ୟନ୍ତ ଘୋଷାଡ଼ି ନେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସେପଟେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login