The Ultimate Managed Hosting Platform
ADVERTISEMENT

ପୁଣି ରେଲୱେ ଟ୍ରାକରେ IED ବିସ୍ଫୋରଣ

Facebook
Twitter
LinkedIn

କୋଇଡା : ଓଡିଶା ଝାଡଖଣ୍ଡ ସୀମାରେ ପୁଣି ଆଇଇଡି ବିସ୍ଫୋରଣ । ଝାଡଖଣ୍ଡ କରମପଦା ରେଲୱେ ଷ୍ଟେସନ ନିକଟରେ ବିସ୍ଫୋରଣ । ଓଡିଶାର କେ , ବଲାଙ୍ଗ ଥାନା ରେଞ୍ଜଡା ରେଲୱେ ଟ୍ରାକରେ ବିସ୍ଫୋରଣ । କେହି ମୃତାହତ ହୋଇନଥିବା ସୂଚନା ରହିଛି। କାଲି ବିମଳାଗଡ଼ ସେକ୍ସନ ଧାରଣା ଉଡାଇଥିଲେ ମାଓବାଦୀ । ଜଣେ ରେଳ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା । ଘଟଣାସ୍ଥଳରେ ମୋମା ନିଷ୍କ୍ରିୟକାରୀ ସ୍କ୍ୱାଡ୍ , ଡିଭିଏଫ୍, ସିଆରପିଏଫ ଯବାନ, ଆରପିଏଫ୍ ଯବାନଙ୍କ ପକ୍ଷରୁ ଅପରେସନ ଜୋରଦାର୍ କରାଯାଇଛି । ଏହି ଟ୍ରାକ୍ ଗୁଡ଼ିକରେ ରେଳ ଚଳାଚଳ ବନ୍ଦ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login