The Ultimate Managed Hosting Platform
ADVERTISEMENT

ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥରେ ଦୁଇ କାର ମୁହାଁମୁହିଁ ଧକ୍କା

Facebook
Twitter
LinkedIn

ପିପିଲି : ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ଗୁଡିଆପୋଖରୀ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଦୁଇଟି କାର ମୁହାଁ ମୁହିଁ ଧକ୍କା ହୋଇଛନ୍ତି । ଫଳରେ ୫ ଜଣ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ରହିଛନ୍ତି । ଆହତ ମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ପୁରୀରୁ ଦେବକୁଣ୍ଡ ଯାଉଥିବା ବେଳେ ଏହି ସଡକ ଦୁର୍ଘଟଣା ଘଟିଛି । ପୋଲିସ ଗାଡିକୁ ଜବତ କରି ଘଟଣାର ତଦନ୍ତ କରୁଛି । ଦୁର୍ଘଟଣାରେ କାରର ସମ୍ପୁର୍ଣ୍ଣ ଅଂଶଟି ଭାଙ୍ଗି ଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login