The Ultimate Managed Hosting Platform
ADVERTISEMENT

ପୁରୀରେ ଯୁବତୀଙ୍କୁ ଦୁର୍ବ୍ୟବହାର , ୨ ଅଟକ

Facebook
Twitter
LinkedIn

ପୁରୀ : ପୁରୀରେ ଯୁବତୀଙ୍କୁ ଦୁର୍ବ୍ୟବହାର । ସମଙ୍ଗ ପାର୍କିଂରେ ଉତ୍ପାତ । ଧରାପଡ଼ିଲେ ୨ ଯୁବକ , ଖସିଗଲେ ଅନ୍ୟ ୪ ଜଣ ଯୁବକ । ସୋମବାର ରାତିରେ ୩ ଜଣ ଯୁବତୀ ଶ୍ରୀମନ୍ଦିରରୁ ଦର୍ଶନ ସାରି ସମଙ୍ଗ ପାର୍କିଂ ରାସ୍ତାରୁ କଣ୍ଠପୁର ଗାଁକୁ ଯିବା ସମୟରେ ଏକ ପୋଲ ନିକଟରେ ୬ ଜଣ ଯୁବକ ବସିଥିଲେ । ସେମାନେ ଯୁବତୀମାନଙ୍କୁ ଟଣାଓଟରା କରିଥିଲେ । ଯୁବତୀଙ୍କ ମଧ୍ୟରୁ ଜଣଙ୍କର ଭାଇ ଅଭିମନ୍ୟୁ ବରାଳ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ଧରିବା ଲାଗି ଉଦ୍ୟମ କରୁଥିବା ବେଳେ ୪ଜଣ ଖସି ପଳାଇଥିଲେ । ୨ଜଣଙ୍କୁ ଧରି ପିସିଆରକୁ ହସ୍ତାନ୍ତର କରାଯାଇଛି । ଏନେଇ ବିଳମ୍ବିତ ରାତିରେ ସଦର ଥାନାରେ ଲିଖିତ ଅଭିଯୋଗ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସୃଷ୍ଟି ହେଲା ଲଘୁଚାପ

ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ, ୨୭ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର : ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୨୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳରୁ ଅତିପ୍ରବଳ ବର୍ଷା । ଆଜି ସାରା...

ADVERTISEMENT
ନାଁ ନ ନେଇ ମମତାଙ୍କୁ ଟାର୍ଗେଟ, ଯିଏ କରିବ ସେ ଫଳ ଭୋଗିବ : ପ୍ରଭାତୀ

କର୍ମକ୍ଷେତ୍ରରେ ଯୌନ ଶୋଷଣକାରୀଙ୍କୁ ସାବଧାନ ରୁହନ୍ତୁ , ଶୋଷଣକାରୀଙ୍କ ବିରୋଧରେ ସ୍ୱର ଉଠାଇଲା ମାତ୍ରେ ଆକ୍ସନ : ପ୍ରଭାତୀ ପରିଡା

ଭୁବନେଶ୍ୱର : କର୍ମକ୍ଷେତ୍ରରେ ଯୌନ ଶୋଷଣକାରୀଙ୍କୁ ସାବଧାନ ରୁହନ୍ତୁ । ସେମାନଙ୍କର କୈାଣସି ପ୍ରସ୍ତାବକୁ ଅଗ୍ରାହ୍ୟ କରନ୍ତୁ । ଶୋଷଣକାରୀଙ୍କ ବିରୋଧରେ ସ୍ୱର ଉଠାଇଲା ମାତ୍ରେ ଆକ୍ସନ...

Login