The Ultimate Managed Hosting Platform
ADVERTISEMENT

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ

Facebook
Twitter
LinkedIn

ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ସକାଳେ ମର୍ଣ୍ଣିଂ ୱାକ କରୁଥିବା ବେଳେ କିଛି ଦୁର୍ବୃତ୍ତ ଏଭଳି ଘଟଣା ଘଟାଇ ଫେରାର ହୋଇଯାଇଛନ୍ତି ବୋଲି ଜଣାପଡିଛି । ଘଟଣା ଘଟିଛି କପିଳେଶ୍ଵର ଭୀମକୁଣ୍ଡ ମନ୍ଦିର ଛକରେ। ଯୁବକଙ୍କ ନାଁ ସରୋଜ ତ୍ରିପାଠୀ । ଯୁବକଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login