The Ultimate Managed Hosting Platform
ADVERTISEMENT

ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ । ଖଣ୍ଡପଡାଗଡର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ । ୩ ଥର ଖଣ୍ଡପଡା ଆସନରୁ ବିଧାୟକ ଭାବେ ନିର୍ବାଚିତ । ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । କଂଗ୍ରେସ ଦଳ ସହ ଦୀର୍ଘ ବର୍ଷ ଧରି ଜଡିତ ଥିଲେ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିବାର ସୂଚନା ମିଳିଛି । ହୃଦଜନିତ ସମସ୍ୟା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login