The Ultimate Managed Hosting Platform
ADVERTISEMENT

ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୬୭ ବର୍ଷ ବୟସରେ ପରଲୋକ । ପୈତୃକ ଗାଁ ଝୁନମୁରରେ ତାଙ୍କର ଶେଷକୃତ୍ୟ କରାଯିବ । ଗତ କିଛି ମାସ ଧରି ଅସୁସ୍ଥ ଥିଲେ ଜର୍ଜ ତିର୍କି । ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଭାବେ ପରିଚିତ ଜର୍ଜ ତିର୍କି । ୧୯୯୫,୨୦୦୦,୨୦୦୯ ଓ ୨୦୧୪ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଜେଏମଏମରୁ ୨ ଥର , ଥରେ ସ୍ୱାଧୀନ ଓ ଥରେ ସମତା କ୍ରାନ୍ତି ଦଳରୁ ନିର୍ବାଚିତ ହୋଇଥିଲେ । ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login