The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ପରଲୋକ

Facebook
Twitter
LinkedIn

ବରଗଡ଼ : ପରଲୋକରେ ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍ । ହୃଦଘାତରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠ୍‌ଙ୍କ ପରଲୋକ ହୋଇଛି । ଏକ ଘରୋଇ ନସିଂହୋମରେ ତାଙ୍କର ପରଲୋକ ହୋଇଯାଇଛି । ରିପୁନାଥ ସେଠ୍‌ଙ୍କ ମୃତ୍ୟୁର ଖବର ଶୁଣି ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

ସୂଚନା ଅନୁଯାୟୀ, ରବିବାର ଦିନ ରିପୁନାଥ ନିଜ ବରପାଲି ସ୍ଥିତ ବାସଭବନରେ ଥିବା ସମୟରେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଏହାପରେ ତାଙ୍କୁ ତୁରନ୍ତ ନିକଟସ୍ଥ ଏକ ଘରୋଇ ନର୍ସିଂ ହୋମକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲ ଘୋଷଣା କରିଛନ୍ତି। ତାଙ୍କ ମୃତ୍ୟୁ ପରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି । ତେବେ ଓଡ଼ିଶାର ଯେତେବେଳେ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ଵାଳ ଥିଲେ । ସେହି ସମୟରେ ସେ ଗଣଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ। ସେ ଜଣେ ଦକ୍ଷ ନେତା ଓ ସଂଗଠକ ଭାବେ ବେଶ୍ ସପରିଚିତ ଥିଲେ । ଏକଦା ସୁବଳ ସାହୁଙ୍କ ଦେହାନ୍ତ ପରେ କଂଗ୍ରେସ ବରଗଡ଼ ବିଧାନସଭା ଆସନରୁ ରିପୁନାଥଙ୍କୁ ବିଧାୟକ ପ୍ରାର୍ଥୀ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login