ଭୁବନେଶ୍ୱର : ପୂର୍ବତନ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ନୟାଗଡ ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘରେ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ । ଭୁବନେଶ୍ୱର ଓ ପୁରୀ ସହ ଏକକାଳୀନ ୫ଟି ସ୍ଥାନରେ ରେଡ୍ । ଭୁବନେଶ୍ୱରର ଭିମଟାଙ୍ଗୀ ଓ ରାଜାରାଣୀ କଲୋନୀରେ ଥିବା ଘର, ନିମାପଡାରେ ଥିବା ପୈତୃକ ଘର ଏବଂ ଫାର୍ମ ହାଉସରେ ଚଢାଉ ଜାରି । ଚଢାଉରେ ୨ଜଣ ଡିଏସପି ଏବଂ ୬ ଜଣ ଇନ୍ସପେକ୍ଟର ସାମିଲ ।
Views: 91