The Ultimate Managed Hosting Platform
ADVERTISEMENT

ପୋଖରୀରେ ବୁଡି ଦୁଇ ଭଉଣୀଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ଭଦ୍ରକ : ପୋଖରୀରେ ବୁଡି ଦୁଇ ଭଉଣୀ ମୃତ । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ସ୍ଥିତ ସାନକୃଷ୍ଣ ପୁର ପଂଚାୟତ ଚାନ୍ଦିମାଳ ଡିହ ମଳିକ ସାହି ଗ୍ରାମର ଏପରି ଘଟଣା ଘଟିଛି । ମୃତ ଦୁଇଭଉଣୀ ହେଲେ ସେହି ଗ୍ରାମର ବସନ୍ତ ମଳିକଙ୍କ ଦୁଇ ଝିଅ ମୃତ । ସୂଚନା ଅନୁସାରେ ଆଜି ସକାଳେ ଦୁଇ ଭଉଣୀ ଜେଜେମା ସହିତ ନିକଟ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ହେଲେ ଜେଜେମା ଗାଧୋଇ ସାରି ଘରକୁ ଚାଲି ଆସିଥିଲେ । ହେଲେ ଦୁଇ ଝିଅ ନଫେରିବାରୁ ପରିବାର ଲୋକେ ଆସି ଖୋଜିଥିଲେ । ପରେ ପରିବାର ଲୋକେ ଉଭୟଙ୍କୁ ସଂଜ୍ଞହୀନ ଅବସ୍ଥାରେ ପାଇ ତୁରନ୍ତ ବାସୁଦେବପୁର ଡାକ୍ତରଖାନା ନେଇଆସିଥିଲେ । ହେଲେ ଡାକ୍ତର ଏଠାରେ ମୃତ ଘୋଷଣା କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login