The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୋଖରୀରେ ବୁଡି ଭାଇ ଭଉଣୀ ମୃତ

Facebook
Twitter
LinkedIn

ବାରିପଦା : ପୋଖରୀରେ ବୁଡି ଭାଇ ଭଉଣୀଙ୍କ ମୃତ୍ୟୁ । ସଦର ଥାନା ମହୁଲିଆ ଗାଁ ମାଝି ସାହିରେ ଅଘଟଣ । ମୃତ ଭାଇ ଭଉଣୀଙ୍କ ବୟସ ୨ ଓ ୬ ବର୍ଷ । ଗତକାଲି ଗାଧୋଇବା ବେଳେ ବୁଡିଯାଇଥିଲେ ୨ ଶିଶୁ । ମୃତକମାନେ ହେଲେ ସ୍ବର୍ଗତ ଲବ ମାଝୀଙ୍କ ଝିଅ ମାଲ ମାଝୀ ଓ ପୁଅ କାର୍ତ୍ତିକ ମାଝୀ। ସେମାନେ ପୋଖରୀକୁ ଗାଧେଇବା ପାଇଁ ଯାଇଥିଲେ । ଏତିକିବେଳେ ପାଣିରେ ବୁଡି ଯାଇଥିଲେ ଭାଇ ଭଉଣୀ। ମୃତଦେହ ଉଦ୍ଧାର କରି ବାରିପଦା ସ୍ଥିତ ପିଆରଏମ ହସ୍ପିଟାଲକୁ ଅଣାଯାଇଛି।ଆଜି ଦମକଳ ବାହିନୀ ଦ୍ୱାରା ୨ ଜଣଙ୍କ ମୃତଦେହ ଉଦ୍ଧାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login