ଦଶପଲ୍ଲା : ପୋଖରୀରେ ବୁଡି ୨ ନାବାଳକ ମୃତ । ନୂଆଗାଁ ଥାନା ସୋରଡା ଗାଁରେ ଅଭାବନୀୟ ଘଟଣା । ଗାଧୋଇବା ବେଳେ ବୁଡିଗଲେ ୨ ଅଷ୍ଟମ ଶ୍ରେଣୀ ଛାତ୍ର । ୨ ଶିଶୁଙ୍କ ମୃତଦେହକୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ଏହି ଘଟଣା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।
Views: 76

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...
ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...
ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...
ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...