The Ultimate Managed Hosting Platform
ADVERTISEMENT

ପୋଲ ତଳକୁ ଖସିଲା କାର : ୫ ଗୁରୁତର

Facebook
Twitter
LinkedIn

ସୋର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର । ୧୬ ନଂ ଜାତୀୟ ରାଜପଥ ତଳନଗର ନିକଟରେ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଛନ୍ତି । କୋଲକତାରୁ ପୁରୀ ଆସିବା ବେଳେ ପୋଲ ତଳକୁ ଖସିଲା କାର । ସମସ୍ତ ଗୁରୁତରଙ୍କୁ ଉଦ୍ଧାର ପରେ ସୋର ମେଡିକାଲରେ ଭର୍ତ୍ତି । ସମସ୍ତ ଆହତଙ୍କ ଘର ପଶ୍ଚିମବଙ୍ଗ ହୋଇଥିବା ବେଳେ ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡିଛି।ସୂଚନା ଅନୁସାରେ ଆଜି ସକାଳେ ପଶ୍ଚିମବଙ୍ଗରୁ ଗୋଟିଏ ପରିବାରର ଜଗା ଦର୍ଶନ କରିବାକୁ ପୁରୀ ଅଭିମୁଖେ କାର୍ ଯୋଗେ ଯାଉଥିଲେ। ତଳନଗର ନିକଟରେ କାର୍ଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡ଼ିଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login