The Ultimate Managed Hosting Platform
ADVERTISEMENT

ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର, ଏଣିକି ମିଳିବ ଅଧିକ ଦରମା

Facebook
Twitter
LinkedIn

ଭୁବନେଶ୍ୱର : ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର । ଏଣିକି ମିଳିବ ଅଧ୍ଚଳ ଦରମା । ହାବିଲଦାର, କନଷ୍ଟେବଳ, ସିପାହୀ ମାନେ ପୂର୍ବରୁ ମିଳୁଥିବା ଏକ ମାସର ୍ଧିକ ଦରମା ନୂତନ ବେତନ ହାରରେ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏହା ସହ ହାବିଲଦାର କନଷ୍ଟେବଳ ମାନେ ପୂର୍ବରୁ ସାଇକେଲ ଭତା ବାବଦରେ ମାତ୍ର ୩ ଶହ ଟଙ୍କା ପାଉଥିଲେ ଏବେ ମୋଟର ସାଇକେଲ ବାବଦରେ ୧ ହଜାର ଟଙ୍କା ପାଇବେ । ସେହିପରି ପୋଷାକ ଜୋତା ଇତ୍ୟାଦି ବାବଦରେ ପାଉଥିବା ୫ ହଜାର ଟଙ୍କା ବଦଳରେ ଏଣିକି ୧୦ ହଜାର ଟଙ୍କା ମିଳିବ ବୋଲି ସିପାହୀ ମହାସଂଘ ଉତ୍ସବରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଖୁବଶୀଘ୍ର ରାଜ୍ୟରେ ପ୍ରତି ଥାନାକୁ ମୋଟର ସାଇକେଲ ଯୋଗାଇ ଦେବା ସହ ଏହି ବାବଦରେ ଅତିରିକ୍ତ ବଜେଟରେ ୩୫ କୋଟି ଟଭ୍କାର ପ୍ରାବଧାନ କରାଯାଇଛି ବୋଲି ସେ କହିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login